ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତି; ରାଜ୍ୟରେ ଗଠିତ ହେଲା ଗୋ ସୁରକ୍ଷା କମିଟି

ଗୋ-ଚାଲାଣ ବନ୍ଦ ପାଇଁ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ଗୋ-ସୁରକ୍ଷା ଓ ଗୋ-ରକ୍ଷା ପାଇଁ ରାଜ୍ୟରେ ଗଠିତ ହେଲା କମିଟି । ଗୋ-ସୁରକ୍ଷା ପାଇଁ ୩୦୦ କୋଟି ଟଙ୍କାର ସ୍ଵତନ୍ତ୍ର ବଜେଟ୍ । ଉପ ମୁଖ୍ୟମନ୍ତ୍ରୀଙ୍କ ସମେତ ୫ କ୍ୟାବିନେଟ୍ ମନ୍ତ୍ରୀ ଓ ପୋଲିସ DGଙ୍କୁ ନେଇ ଗୋ-ସୁରକ୍ଷା ପାଇଁ କମିଟି ଗଠନ ହୋଇଛି ।

mohancharannajhi

ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ସହ ପଂଚାୟତରାଜି ମନ୍ତ୍ରୀ ରବି ନାୟକ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳ ନନ୍ଦ ମଲ୍ଲିକ ଓ ପୋଲିସ DGଙ୍କୁ ନେଇ କମିଟି ଗଠିତ ହୋଇଛି । ଗୋ-ଚାଲାଣ, ଗୋ-ସୁରକ୍ଷା ସହ ରାସ୍ତାରେ ଘଟୁଥିବା ଦୁର୍ଘଟଣା ଓ ଚିକିତ୍ସା ବାବଦରେ କାର୍ଯ୍ୟ କରିବ ଏହି କମିଟି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+