ହୋର୍ଡିଂ ଭୁଶୁଡ଼ି ୨ ମୃତ୍ୟୁ ଘଟଣା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ହୋର୍ଡିଂ ଭୁଶୁଡ଼ି ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରର ଆଇଗିଣିଆରେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଉଭୟ ମୃତକ ଟୁନା ଗୌଡ଼ ଏବଂ ସଚ୍ଚିଦାନନ୍ଦ ପ୍ରଧାନଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଦେବାକୁ ଘୋଷଣା କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications