Holi 2025: ଦିନ ୧୨ଟାରୁ ୧ଟା ସୁଦ୍ଧା ହୋଲି ଖେଳ ସାରିବାକୁ ଡିସିପିଙ୍କ ପରାମର୍ଶ
ହୋଲି ପାଇଁ କଟକ ସହରରେ ମୁତୟନ ହେବେ ୨୨ ପ୍ଲାଟୁନ୍ ପୋଲିସ୍। ସୂଚନା ଦେଲେ କଟକ ଡିସିପି ଋଷିକେଶ ଖିଲାରୀ। ମଦ ପିଇ ହୋଲି ଖେଳିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ।
ଦିନ ୧୨ଟାରୁ ୧ଟା ସୁଦ୍ଧା ହୋଲି ଖେଳ ସାରିବାକୁ ଡିସିପିଙ୍କ ପରାମର୍ଶ। ହୋଲିରେ ମଦ ଦୋକାନ ବନ୍ଦ ରହିବ, ବେଆଇନ୍ ବିକିଲେ କାର୍ଯ୍ୟାନୁଷ୍ଠାନ। ନଦୀ ତୁଠରେ ନ ଗାଧୋଇ ଘରେ ଗାଧୋଇବାକୁ ପରାମର୍ଶ ଦେଲେ ।













Click it and Unblock the Notifications