Get Updates
Get notified of breaking news, exclusive insights, and must-see stories!

ହୋଲିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ, ମୃତ୍ୟୁ ସଂଖ୍ୟା ୧୦ରୁ ଅଧିକ

ରଙ୍ଗ ପର୍ବ ହୋଲିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ । ମୃତ୍ୟୁ ସଂଖ୍ୟା ୧୦ରୁ ଅଧିକ । କେଉଁଠି ସଡ଼କ ଦୁର୍ଘଟଣା ତ କେଉଁଠି ଗାଧୋଇବା ବେଳେ ଅଘଟଣ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବନ୍ଦୁଲି ଛକ ନିକଟରେ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହେବାରୁ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ୩ ବର୍ଷର ଶିଶୁ ଅଛି । ସମବସ୍ତ ମୃତକ ଗୋଛାପଡ଼ା ଥାନା ପାଙ୍ଗା ଅଞ୍ଚଳର । ହୋଲି ଖେଳିବା ପାଇଁ ଗୋଟିଏ ବାଇକରେ ୪ ଜଣ ଯାଉଥିବା ବେଳେ ଆଉ ଏକ ବାଇକ ସହ ସାମ୍ନାସାମ୍ନି ଧକ୍କା ହୋଇଥିଲା ।

holi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+