ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଛୁଟି ବାତିଲ
ସମ୍ଭାବ୍ୟ ବାତ୍ୟା ପାଇଁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ନେଇ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । ଖୋର୍ଦ୍ଧା ଜିଲ୍ଲାରେ ୨୯ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲବ। ପୁରୀରେ ମଧ୍ୟ ପ୍ରଭାବ ନ କମିବା ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା ।













Click it and Unblock the Notifications