Get Updates
Get notified of breaking news, exclusive insights, and must-see stories!

ଆସନ୍ତକାଲି ପବିତ୍ର ସୁନାବେଶ, ଅପରାହ୍ନ ୫ ଟା ରୁ ରାତି ୧୧ ଯାଏ ଦେବେ ଦର୍ଶନ

ଆସନ୍ତାକାଲି ଏକାଦଶୀ ଅବସରରେ ଅନୁଷ୍ଠିତ ହେବ ପବିତ୍ର ସୁନାବେଶ l ବାହୁଡ଼ାଯାତ୍ରାରେ ଫେରିଥିବା ମହାପ୍ରଭୁ ଆସନ୍ତାକାଲି ବଡ ତଢ଼ାଉ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ l ରଥ ଉପରେ ମହାପ୍ରଭୁ ଙ୍କ ମଧ୍ୟାହ୍ନଧୁପ ସାରିବାପରେ ସନ୍ଧ୍ୟା ଆଳତି ସହ ମେକlପ ସର୍ବାଙ୍ଗ ନୀତି କରାଯାଇ ସୁନାବେଶ ଲାଗି କରାଯିବା l

Holy Suna Besha

ଅପରାହ୍ନ ପ୍ରାୟ 5 ଟାରୁ ସୁନାବେଶ ରେ ମହାପ୍ରଭୁ ବିଭୂଷିତ ହୋଇ ରାତି 11 ପର୍ଯାନ୍ତ ଦର୍ଶନ ଦେବେ l ସୁନାବେଶରେ ଗତ କିଛିବର୍ଷ ଧରି ସର୍ବାଧିକ ଜନ ସମାଗମ ହେଉଥିବାରୁ ରଥଯାତ୍ରା ଓ ବାହୁଡା଼ ଯାତ୍ରା ପରି ସୁରକ୍ଷା ବନ୍ଦୋବସ୍ତ କରାଯିବ l ପ୍ରାୟ 10 ହଜାର ପୋଲିସ ଅଧିକାରୀ ଓ କର୍ମଚାରୀ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ଟ୍ରାଫିକ ପରିଚାଳନାରେ ମୁତୟନ ରହିବେ l

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+