ଗୃହ ବିଭାଗର ବିଜ୍ଞପ୍ତି; ପ୍ରତିଷ୍ଠା ହେବ ୨୦ ସାଇବର ଥାନା
ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାଇବର ଓ ଅଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦେଶ କ୍ରମେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।













Click it and Unblock the Notifications