ଦୌଡୁଥିବା ବେଳେ ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ ମାମଲା, ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

mohan majhi

ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଆଜି ସକାଳେ ଶାରୀରିକ ପରୀକ୍ଷା ପାଇଁ ରାଣିପେଣ୍ଠଠାରୁ ପଦ୍ମପୁର ଦୁଇ କି.ମି ରାସ୍ତାରେ ଦୌଡ ପରୀକ୍ଷା ଚାଲିଥିବା ବେଳେ ଦୌଡରେ ସଫଳତା ସହ ଉତ୍ତୀର୍ଣ୍ଣ ହୋଇଥିଲେ ସୁଲନ୍ତ ।
ହେଲେ ହଠାତ୍‍ ତଳେ ପଡିଯିବା ପରେ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ ଆଶାୟୀ ଯୁବକ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+