ଆଜି ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ
ଆଜି ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ। ଆଜି ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । ସେଠୁ ସିଧାସଳଖ କଟକ ମୁଣ୍ଡଳୀ ଯାଇ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାର, ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ । ସେଦିନ ଅପରାହ୍ଣରେ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି । ପରେ ପାରାଦୀପରେ ମଧ୍ୟ ଶାହାଙ୍କ କାର୍ଯ୍ୟକ୍ରମ ରହିଛି।

More From
-
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍-ଟ୍ରେଜରୀ -
ରାଜ୍ୟସଭା ନିର୍ବାଚନ; ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି, ଜାଣନ୍ତୁ ଓଡ଼ିଶା ପାଇଁ କାହାକୁ ମିଳିଲା ଦାୟିତ୍ୱ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି -
ଭକ୍ତଙ୍କୁ ଏବେ ନବୀନ ଭୂତ ଲାଗିଛି, ୧୬ ସେ ଭୂତ ଛାଡ଼ିଯିବ ; ବାବୁ ସିଂ -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
କାହିଁକି ଏହି ଦୁଇ ଦେବତା ଶନିଦେବ ଏବଂ ଯମମହାରାଜ କଳା ପୋଷାକ ପିନ୍ଧନ୍ତି, ଏହି ରଙ୍ଗର କ'ଣ ମହତ୍ତ୍ୱ ଅଛି ? -
ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମୁହାମୁହିଁ ହେବେ ଶାସକ- ବିରୋଧୀ, ଆଜିଠୁ ପୁଣି କମ୍ପିବ ବିଧାନସଭା












Click it and Unblock the Notifications