ଭରତପୁର ଥାନାରେ ହେଲା ହୋମ ଯଜ୍ଞ, ଜାଣନ୍ତୁ କାହିଁକି

ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ ଆଉ ଏକ ଫର୍ଦ୍ଦ ଚର୍ଚ୍ଚାରେ ଜୋଡି ହୋଇଯାଇଛି। ଥାନାରେ ନୂଆ ଆଇଆଇସି ପୂଜାପାଠ କରିଛନ୍ତି । କାର୍ଯ୍ୟରେ ଯୋଗଦେଇ ଯଜ୍ଞରେ କର୍ତ୍ତା ହୋଇବସିଛନ୍ତି ଆଇଆଇସି ଦୀପକ ଖଣ୍ଡାୟତ ରାୟ। ବ୍ରାହ୍ଣଣ ଆସି ପୂଜାପାଠ କରୁଛନ୍ତି। ମନ୍ତ୍ରୋଚାରଣ ଭିତରେ କମ୍ପୁଛି ଥାନା ପରିବେଶ। କିଛିଦିନ ହେଲା ଭରତପୁର ଥାନା ବିବାଦ ଘେରରେ ଥିବାବେଳେ, ଶାନ୍ତି ପ୍ରତିଷ୍ଠା ପାଇଁ ଯଜ୍ଞ କରୁଛନ୍ତି ନୂଆ ଭାରପାପ୍ତ ଆଇଆଇସି। ବ୍ରାହ୍ମଣ ନଜର ହଟାଇବାକୁ ଲଙ୍କା ଲେମ୍ବୁ ଟାଙ୍ଗୁଥିବା ଦେଖିବାକୁ ମିଳିଛି।

Bharatpur police station

ତେବେ ନୂଆ ଆଇଆଇସି କହିଛନ୍ତି, ନୂଆ ଜଏନ କଲି, ମାନସିକ ଶାନ୍ତି ପାଇଁ ପୂଜା କରୁଥିବା କହିଛନ୍ତି।
ଅନ୍ୟପକ୍ଷେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ଆମ ଅନୁରୋଧ ରଖି ସାକ୍ଷାତ କରିବାକୁ ସମୟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛୁ। ଦୁଇ ଦିନ ପୂର୍ବେ ପୋଲିସ ଅଧିକାରୀମାନେ ୟୁନିଫର୍ମ ପିନ୍ଧି ପ୍ରତିବାଦ ଜଣାଇଥିବାରୁ ଏହି ତଦନ୍ତ ନିରପେକ୍ଷ ହେବ କି ନାହିଁ ମନରେ ସନ୍ଦେହ ଥିଲା। ତେଣୁ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲୁ। ମୁଖ୍ୟମନ୍ତ୍ରୀ ଆମର ଏହି ଦାବିକୁ ମାନି ନେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ତଦନ୍ତ ରିପୋର୍ଟରେ ସତ ଉନ୍ମୋଚନ ହେବ ବୋଲି ବିଶ୍ୱାସ ଥିବା ସେ କହିଛନ୍ତି। ଏଥିସହ ଯେଉଁମାନେ ଝିଅର ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି ସେମାନଙ୍କୁ ଚିହ୍ନଟ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଯୁବତୀଙ୍କ ବାପା କହିଛନ୍ତି।
ଝିଅ ରେଷ୍ଟୁରାଣ୍ଟ ଚଳାଉଥିବାରୁ ସବୁବେଳେ ରାତିରେ ଘରକୁ ଫେରେ। ତେଣୁ ଏହାକୁ ନେଇ ଭବିଷ୍ୟତରେ ଯେପରି କୌଣସି ସମସ୍ୟା ନହୁଏ ତାହା ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି ତାଙ୍କ ବାପା । ମୁଖ୍ୟମନ୍ତ୍ରୀ ମଧ୍ୟ ଏହାକୁ ଗୁରୁତର ସହ ବିଚାରକୁ ନେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+