ଚିକିଟି ମଦ ବିଭୀଷିକା: ଚିକିତ୍ସାଧୀନ ଥିବା ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଚିକିଟି ମଦ ବିଭୀଷିକା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ । ଏମକେସିଜିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ । ଆଜିର ମୃୁତ୍ୟୁକୁ ମିଶାଇ ମଦ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ଏବେ ବି ଏହି ଘଟଣାରେ ଏମକେସିଜିର ଆଇସିୟୁରେ ଆହୁରି ୩ ଜଣଙ୍କ ଚିକିତ୍ସା ଚାଲିଛି ।

Hooch tragedy in Chikiti

ସୂଚନାଯୋଗ୍ୟ, ଚିକିଟିରେ ବିଷାକ୍ତ ମଦ ପିଇ ୧୬ ଜଣ ଆକ୍ରାନ୍ତ ହୋଇ ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ମଧ୍ୟରୁ ୧୪ ଜଣ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଆଇସିୟୁରେ ୨ ଜଣ ଭର୍ତ୍ତି ହୋଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+