ଭୟାବହ ଦୁର୍ଘଟଣା; OSRTC ବସ୍ -ଟ୍ରକ୍ ମୁହାଁମୁହିଁ ଧକ୍କା

ଭୟାବହ ଦୁର୍ଘଟଣା । OSRTC ବସ୍ -ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟରାଜପଥ ର ଦୁମୁହାଁଣି ନିକଟରେ ଦୁର୍ଘଟଣା ହୋଇଛି । ୩ ଯାତ୍ରୀଙ୍କ ସହ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି। ବସଟି ଭୁବନେଶ୍ବରରୁ ରାଉରକେଲା ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଟ୍ରକଟି ସଂପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି । ପୋଲିସ ଓ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ପରଜଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଛି।

Horrific accident OSRTC bus-truck collision
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+