Get Updates
Get notified of breaking news, exclusive insights, and must-see stories!

ଫେବ୍ରୁଆରୀ ୧୫ରୁ କଟକ ଜିଲ୍ଲାରେ ଆରମ୍ଭ ହେବ ଘର ଗଣନା

ଫେବ୍ରୁଆରୀ ୧୫ରୁ କଟକ ଜିଲ୍ଲାରେ ଜନଗଣନା । ଏପ୍ରିଲ ସୁଦ୍ଧା ଘର ଗଣନା କାର୍ଯ୍ୟ ସାରିବାକୁ ଲକ୍ଷ୍ୟ । ଘର ଗଣନା ପରେ ଆରମ୍ଭ ହେବ ଜନଗଣନା । ଡିଜିଟାଲ ପ୍ରକ୍ରିୟାରେ ହେବ ଜନଗଣନା କାର୍ଯ୍ୟ । ଏନେଇ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେ ସୂଚନା ଦେଇଛି । ତେବେ ଏଥର ଜନଗଣନା କାର୍ଯ୍ୟକୁ ସଂପୂର୍ଣ୍ଣ ଡିଜିଟାଲ ପ୍ରକ୍ରିୟାରେ କରାଯିବା ବୋଲି ସୂଚନା ମିଳିଛି ।

Cuttack

ସୂଚନାଥାଉକି, ଏଥର ଗଣନା ସମୟରେ ଘର ମୁରବୀମାନଙ୍କ ଠାରୁ ୩୩ ପ୍ରଶ୍ନର ଉତ୍ତର ତଥ୍ୟ ଗଣନା ଅଧିକାରୀମାନେ ସଂଗ୍ରହ କରିବେ । ସଂଗ୍ରହ ତଥ୍ୟ ମଧ୍ୟରେ ଘର ସଂଖ୍ୟା, ଗୃହ, କାନ୍ଥର ନିର୍ମାଣ କେଉଁ ସାମଗ୍ରୀ ହୋଇଛି, ବ୍ୟବହୃତ କୋଠାରୀ, ଜାତି, ଲିଙ୍ଗ, ପରିବାର ସଦସ୍ୟ, ରହୁଥିବା ଦମ୍ପତି ତଥ୍ୟ ସଂଗ୍ରହ ହେବ ।

ସେହିପରି ରେଡିଓ, ଲାପଟପ୍, ସାଇକେଲ ସ୍କୁଟର, ବାଇକ, ଚାରିଚକିଆ, ଟେଲିଫୋନ, ମୋବାଇଲ, ସ୍ମାର୍ଟ ଫୋନ ବ୍ୟବହାର ତଥ୍ୟ ସଂଗ୍ରହ କରାଯିବ । ଏହା ବ୍ୟତିତ ଶୌଚାଳୟ ଓ ରୋଷେଇ ଘରେ ଗ୍ୟାସ ସଂଯୋଗ ଅଛି ନା' ନାହିଁ, ପାନୀୟ ଜଳ ଓ ବିଦ୍ୟୁତ ଶକ୍ତି ଉତ୍ସ ଏବଂ ଜଳନିଷ୍କାସନ ଭଳି ତଥ୍ୟ ସଂଗ୍ରହ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+