ଆହୁରି କଠୋରତାର ସହ କିପରି ଚେକିଂ କରାଯିବ, ଆଇନ ମନ୍ତ୍ରୀ

ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍ କ୍ୟାମେରା ନେଇ ଭକ୍ତମାନେ ପ୍ରବେଶ କରୁଥିବାରୁ ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି ।

Law Minister

ଏହା ଜାଣିବା ବି କଷ୍ଟ, କେବଳ ଫଟୋ ଉଠାଇବା ବେଳେ ଜାଣି ହେବ । ଆହୁରି କଠୋରତାର ସହ କିପରି ଚେକିଂ କରାଯିବ ସେନେଇ ବିଚାର କରାଯାଉଛି । ଏଭଳି ଚଞ୍ଚକତା କରି ଶ୍ରୀମନ୍ଦିର ଫଟୋ ଉଠାଇବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କୁ ଉଚିତ ଦଣ୍ଡ ଦିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+