ପୁରୀରେ ପ୍ରବଳ ଭିଡ଼, ରାତି ୨ଟାରୁ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ
ପାଦ ଥାପିଲା ନୂଆ ବର୍ଷ । ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ -୨୦୨୬ । ନୂଆ ସମ୍ଭାବନା ସହ ଆସିଛି ନୂଆବର୍ଷ । ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ନୂଆବର୍ଷ ପାଇଁ ପୁରୀରେ ପ୍ରବଳ ଭିଡ଼ । ବ୍ଯାରିକେଡରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ରାତି ୧ଟା ୩୩ରେ ଦ୍ବାର ଫିଟାଯାଇଛି ।

ଗତକାଲି ରାତି ୧୦.୨୫ ରେ ପହୁଡ଼ ହୋଇଥିଲା । ଦ୍ଵାର ଫିଟା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ ପାଢୀ,ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା,ଏସପି ପ୍ରତୀକ ସିଂ ଅନ୍ୟ ଅଧିକାରୀଙ୍କ ସହ ଶ୍ରୀମନ୍ଦିର ଯାଇ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ରାତି ୨ଟାରୁ ପୁଣି ଆରମ୍ଭ ହୋଇଥିଲା ଦର୍ଶନ। ଗୋପାଳ ବଲ୍ଲଭ ଭୋଗ ପାଇଁ ଦେଢ଼ ଘଣ୍ଟା ଦର୍ଶନ ବନ୍ଦ ରହିଥିଲା । ସକାଳ ୬ ଟା ରୁ ପୁଣିଥରେ ଆରମ୍ଭ ହୋଇଥିଲା ଦର୍ଶନ । ଶୃଙ୍ଖଳିତ ଦର୍ଶନ ପାଇଁ ପୁରୀରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେପଟେ ଘନ କୁହୁଡ଼ି ପାଇଁ ଲୁଚିଗଲା ଶ୍ରୀମନ୍ଦିର ।
More From
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications