ପରଲୋକରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ
ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ ।

ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍ଙ୍କ ଦେହାନ୍ତ ହୋଇଛି । ଆଉ ସେ ଚିରନିଦ୍ରାରେ ଶୋଇଯାଇଛନ୍ତି ।
More From
-
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ











Click it and Unblock the Notifications