ବିଗିଡ଼ିଲା ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା, ଏମ୍ସରେ ଭର୍ତ୍ତି

ପୁଣି ଜଣେ ଓଡ଼ିଆ କଣ୍ଠଶିଳ୍ପୀଙ୍କ ଦେହ ହେଲା ଅସୁସ୍ଥ । ଓଲିଉଡ୍ ଇଣ୍ଡଷ୍ଟ୍ରିର ଖ୍ୟାତନାମା ସିଙ୍ଗର୍ ହ୍ୟୁମାନ ସାଗରଙ୍କ ବିଗିଡ଼ିଲା ସ୍ବାସ୍ଥ୍ୟ । କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର । କିଛି ଦିନ ହେବ ଘରୋଇ ହସ୍ପିଟାଲରେ ଚିକିତ୍ସୀତ ହେଉଥିଲେ ସିଙ୍ଗର୍ ।

Human Sagar
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+