ଆଇଏଏସ୍ ଏବଂ ଓଏଏସ୍ ସ୍ତରରେ ଅଦଳବଦଳ

ଆଇଏଏସ୍ ଓ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନୂଆ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।

ଭୁବନେଶ୍ୱର: ଆଇଏଏସ୍ ଓ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନୂଆ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।

 IAS and OAS Reshuffle In Odisha

ସେହିଭଳି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ଢେଙ୍କାନାଳ ଜିଲ୍ଲାପାଳ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ଅନ୍ୟପକ୍ଷରେ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ବର୍ତ୍ତମାନ କାର୍ଯ୍ୟ କରୁଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲପାଳ ଭାବେ ନୂଆ ନିଯୁକ୍ତି ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+