Get Updates
Get notified of breaking news, exclusive insights, and must-see stories!

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢୀ ହେଲେ କୃଷି ବିଭାଗ ସଚିବ

IAS ସ୍ତରରେ ବଡ଼ଧରଣର ଅଦଳ ବଦଳ। IAS ଅରବିନ୍ଦ ପାଢୀ ହେଲେ କୃଷି ବିଭାଗ ସଚିବ। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଅରବିନ୍ଦ ପାଢ଼ୀଙ୍କୁ କୃଷି ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତ ମିଳିଛି ।

ଭୁବନେଶ୍ୱର: IAS ସ୍ତରରେ ବଡ଼ଧରଣର ଅଦଳ ବଦଳ। IAS ଅରବିନ୍ଦ ପାଢୀ ହେଲେ କୃଷି ବିଭାଗ ସଚିବ। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଅରବିନ୍ଦ ପାଢ଼ୀଙ୍କୁ କୃଷି ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତ ମିଳିଛି । ଶ୍ରୀ ପାଢ଼ୀଙ୍କୁ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

IAS Reshuffle

ସେହିପରି ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି । ସଞ୍ଜୟ କୁମାର ସିଂହ ହେଲେ ଗ୍ରାମ୍ୟ ଉନ୍ନୟନ ସଚିବ । ଏହାସହ ସଞ୍ଜୟଙ୍କୁ I & PR ସଚିବ, ବିଡିଏ ଭିସି ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦେଇଛନ୍ତି ସରକାର । ସେହିଭଳି ଅଶ୍ୱଥି ଏସ୍ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+