IAS ସ୍ତରରେ ଅଦଳବଦଳ; ସଞ୍ଜୟ ସିଂହଙ୍କୁ ପୂର୍ତ୍ତ ସଚିବ ଦାୟିତ୍ବ

ଆଇଏଏସ୍ ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର । ଏହି ଅଦଳବଦଳ ରାଜ୍ୟରେ ପ୍ରଶାସନିକ ଦକ୍ଷତା ବୃଦ୍ଧି ଓ ସୁଶାସନ ସୁନିଶ୍ଚିତ କରିବା ଲକ୍ଷ୍ୟରେ କରାଯାଇଛି ।

IAS reshuffle

ସୂଚନା ମୁତାବକ, ସଞ୍ଜୟ କୁମାର ସିଂଙ୍କୁ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଭାବରେ ଦାୟିତ୍ୱ ଦିଆଯାଇଛି । ଏହା ସହିତ ତାଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ଦାୟିତ୍ୱ ଓ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଦାୟିତ୍ୱ ଦିଆଯାଇଛି ।

ଏହା ସହିତ ଯାମିନୀ ଷଡ଼ଙ୍ଗୀଙ୍କୁ ଗ୍ରାମୀଣ ଉନ୍ନୟନ ବିଭାଗର କମିସନର ଓ ସଚିବ ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ବୀରବିକ୍ରମ ଯାଦବଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ତାଙ୍କୁ କେନ୍ଦ୍ର ପରିବେଶ ମନ୍ତ୍ରାଳୟର ଅତିରିକ୍ତ ସଚିବ ଭାବରେ ଦାୟିତ୍ୱ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+