ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ। ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ା ଦାୟକ, ମୁଁ ଗଭୀର ଭାବେ ମର୍ମାହତ । ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେଉ'। କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଦାବି କରୁଛି' । ପଶ୍ଚିମବଙ୍ଗ ସରକାରଙ୍କୁ ଯୋଗାଯୋଗ ପାଇଁ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି' । ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ସହାୟତା ପ୍ରଦାନ କରାଯିବ' ।

cm

ସେପଟେ ଅଭିଯୋଗ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୀଡ଼ିତାଙ୍କ ବାପା। ସେ ସିଧାସଳଖ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହୋଇସାରନ୍ତାଣି। ‌ଏଠି କେହି ଆମ ସହ କଥା ହେଉନାହାନ୍ତି କି କୌଣସି ସହଯୋଗ କରୁନାହାନ୍ତି। ଗତ ରାତି ୮ଟାରୁ ୯ ଭିତରେ ଘଟିଛି ଏହି ଅଘଟଣ। ଘଟଣାସ୍ଥଳରେ ୬ରୁ ୭ଜଣ ଥିଲେ। ସେମାନେ ଝିଅକୁ ହଇରାଣ କରିଥିଲେ। ସେମାନେ ଝିଅର ମୋବାଇଲ୍ ଛଡ଼ାଇ ନେଇଥିଲେ। ତିନି ହଜାର ଟଙ୍କା ମାଗିଥିଲେ। ମେଡିକାଲ ପରିସରରେ କୌଣସି ସୁରକ୍ଷା ବ୍ୟବସ୍ଥା ନାହିଁ। ଏଣେ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମେଡିକାଲ୍ କଲେଜର ଛାତ୍ରଛାତ୍ରୀ ଧାରଣା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+