ଦରମା କମ୍ ଥିଲେ କଟିବ ନାହିଁ 'ରାସନ କାର୍ଡ'
Odisha News: ଦରମା କମ୍ ଥିଲେ କଟିବ ନାହିଁ 'ରାସନ କାର୍ଡ' ଏପରିକି କଣ୍ଟ୍ରାଚୁଆଲ ସରକାରୀ ଚାକିରି କରି ୧୦ ରୁ ୧୨ ହଜାର ଟଙ୍କା ପାଉଥିଲେ ମଧ୍ୟ କଟିବନି ରାସନ କାର୍ଡ । ଏନେଇ ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।

ମନ୍ତ୍ରୀ ଆହୁରି ସୂଚନା ଦେଇଛନ୍ତି, ସ୍ୱଳ୍ପ ବେତନ ଭୋଗୀ କମ୍ ଦରମା ପାଉଥିଲେ ରାସନ କାର୍ଡ ଫେରାଇବେ ନାହିଁ । ଗ୍ରାମୀଣ ଅଞ୍ଚଳରେ ୧୦ ହଜାର ରୋଜଗାର ଥିଲେ ରାସନ କାର୍ଡ ବ୍ୟବହାର କରିପାରିବେ ହିତାଧିକାରୀ । ହେଲେ ଯଦି ଜଣେ ବ୍ୟକ୍ତିଙ୍କ ଆୟ ୧୫ ହଜାରରୁ ଅଧିକ ତେବେ ସେ ରାସନ କାର୍ଡ ଫେରାଇବେ । ୨୦ ହଜାର ସରକାରୀ କର୍ମଚାରୀ ରାସନ କାର୍ଡ ଫେରାଇ ସାରିଥିବା ନେଇ ସୂଚନା ରହିଛି ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications