Get Updates
Get notified of breaking news, exclusive insights, and must-see stories!

ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ ନିମନ୍ତେ ଆସନ୍ତାକାଲି ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍

ଭାରତୀୟ ଜନସଞ୍ଚାର ପ୍ରତିଷ୍ଠାନ (ଆଇଆଇଏମସି), ଢେଙ୍କାନାଳଠାରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମରେ ଖାଲି ଥିବା କିଛି ଆସନରେ ଆସନ୍ତାକାଲି ସ୍ପଟ୍‌ ଆଡମିଶନ୍‌ କରାଯିବ। ଆଇଆଇଏମସି ଢେଙ୍କାନାଳ କ୍ୟାମ୍ପସ୍‌ ଠାରେ ଗୁରୁବାର, ୧୯ ଜୁନ୍‌ ପୂର୍ବାହ୍ନ ୧୧ଟା ସମୟରେ ସ୍ପଟ୍‌ ରାଉଣ୍ଡ୍‌ ନାମଲେଖା ଅନୁଷ୍ଠିତ ହେବ।

ଏହି ନାମଲେଖା ପ୍ରକ୍ରିୟା ସ୍ୱତନ୍ତ୍ର ଭାବେ ଅନୁସୂଚିତ ଜାତି (ଏସସି), ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଏବଂ ଆର୍ଥିକ ଦୁର୍ବଳ ବର୍ଗ (ଇଡବ୍ଲୁଏସ୍‌) ଶ୍ରେଣୀ ସହିତ ସାଧାରଣ ବର୍ଗର ଯୋଗ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲା ରହିଛି । ଇଚ୍ଛୁକ ଛାତ୍ରଛାତ୍ରୀ ସ୍ପଟ୍‌ ରାଉଣ୍ଡ ନାମଲେଖା ସମୟରେ ଲିଖିତ ପରୀକ୍ଷା ଓ ସାକ୍ଷାତକାର ଦେଇପାରନ୍ତି ।

IIMC Dhenkanal to Conduct Spot Admission

ଯୋଗ୍ୟତା, କାଗଜପତ୍ର କିମ୍ବା ନାମଲେଖା ପ୍ରକ୍ରିୟା ସମ୍ପର୍କରେ ଅଧିକ ସୂଚନା ପାଇବାକୁ ଚାହୁଁଥିବା ପ୍ରାର୍ଥୀମାନେ ଶ୍ରୀ ଜିତେନ୍ଦ୍ର ପତିଙ୍କୁ 9937881285 ନମ୍ବରରେ ଯୋଗାଯୋଗ କରିପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+