ILS ବୈଜ୍ଞାନିକ ସନ୍ଦିପ ମିଶ୍ରଙ୍କ ଆତ୍ମହତ୍ୟା !

Odisha News: ILS ବୈଜ୍ଞାନିକ ସନ୍ଦିପ ମିଶ୍ରଙ୍କ ମୃତ୍ୟୁ । ତାଙ୍କ ଭୁବନେଶ୍ୱର ବାସଭବନରୁ ମୃତ ଦେହ ଉଦ୍ଧାର କରାଯାଇଛି । ସ୍ତନ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ତାଙ୍କ ଉଲ୍ଲେଖନୀୟ ଅବଦାନ ରହିଥିଲା ।

Dr Sandip Mishra

ସୂଚନା ଅନୁସାରେ ଆଜି ସକାଳୁ ସନ୍ଦୀପଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି ଯାଇଥିଲା ଯେଉଁଠି ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ବର୍ତ୍ତମାନ ତାଙ୍କ ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଏହା ଆତ୍ମହତ୍ୟା ସନ୍ଦେହ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+