ପାଣିପାଗ ବିଭାଗର ପୂର୍ବାନୁମାନ: ଆସନ୍ତା 27ରେ ଆସୁଛି ଲଘୁଚାପ !
ଆସୁଛି ପୁଣି ଏକ ଲଘୁଚାପ । ଓଡିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ । ଆସନ୍ତା 27ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ନେଇ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ କରିଛି ।
ଭୁବନେଶ୍ୱର: ଆସୁଛି ପୁଣି ଏକ ଲଘୁଚାପ । ଓଡିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ । ଆସନ୍ତା 27ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ନେଇ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ କରିଛି ।

ଆଇଏମଡି ସୂଚନା ଅନୁଯାୟୀ, ପୂର୍ବ ଭାରତ ମହାସାଗର ଏବଂ ସଲଂଗ୍ନ ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୩ ଭିତରେ ଏହା ଧୀରେ ଧରେ ପଶ୍ଚିମଉତ୍ତର-ପଶ୍ଚିମ ଦିଗକୁ ଗତି କରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।












Click it and Unblock the Notifications