ରାଜ୍ୟରେ ଲଘୁଚାପ ସକ୍ରିୟ ,୧୬ ତାରିଖ ପର୍ଯ୍ୟନ୍ତ ବର୍ଷିବ
Odisha Rain Live Updates :IMD has issued Orange- Yellow Warning For Several Districtsରାଜ୍ୟରେ ଲଘୁଚାପ ସକ୍ରିୟ ,୧୬ ତାରିଖ ପର୍ଯ୍ୟନ୍ତ ବର୍ଷିବ
ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଲଘୁଚାପ ଓ ମୌସୁମୀ ବର୍ଷା ଯୋଗୁଁ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତ ୧୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗିରହିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୯ଟି ଜିଲ୍ଲାକୁ ତଥା ମାଲକାନାଗିରି ,କୋରାପୁଟ, ନବରଙ୍ଗପୁର ,ନୂଆପଡ଼଼ା ,କନ୍ଧମାଳ ,ବଲାଙ୍ଗୀର ,କଳାହାଣ୍ତି ,ଗଞ୍ଜାମ,ନୟାଗଡ଼ ଜିଲ୍ଲରା ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପୁରୀ ,ଗଞ୍ଜାମ୍ ,ଜଗତସିଂହପୁର ,କଟକ ,କେନ୍ଦ୍ରାପଡ଼ା ,ଯାଜପୁର ,ବୌଦ୍ଧ ,ସମ୍ବଲପୁର , ସୋନପୁର ,ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନ ଥିବାରୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଆସନ୍ତ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications