ତୁରନ୍ତ ଇରାନ ଛାଡ଼…. ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର
ଆମେରିକା-ଇରାନ ଯୁଦ୍ଧବିରତି ମଧ୍ୟରେ କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି । ଯେଉଁଥିରେ ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି କେନ୍ଦ୍ର ସରକାର ଭାରତୀୟମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ବର ମଧ୍ୟ ଜାରି କରିଛନ୍ତି ।

ଦୂତାବାସ ଆଡଭାଇଜରିରେ କହାଯାଇଛି କି, ଏପ୍ରିଲ ୭, ୨୦୨୬ ଘଟଣାର ସ୍ଥିତିକୁ ଦେଖି ଇରାନରେ ରହୁଥିବା ଭାରତୀୟ ନାଗରିକଙ୍କ ପାଇଁ ଦୂତାବାସ ତରଫରୁ ଜାରି ହୋଇଥିବା ମାର୍ଗଦର୍ଶନ ପାଳନ କରନ୍ତୁ । ତୁରନ୍ତ ଇରାନ ଛାଡି ଚାଲିଯାଆନ୍ତୁ । ଦୂତାବାସ ସହିତ ସଂପର୍କ ନ କରି ଅର୍ନ୍ତରାଷ୍ଟ୍ରୀୟ ସୀମା ଯାଏଁ ନ ଯିବାକୁ କୁହାଯାଇଛି ।
ଇରାନରେ ଫସି ରହିଥିବା ଲୋକମାନେ ଜରୁରୀକାଳୀନ ଯୋଗାଯୋଗ ନମ୍ବର ୯୮୯୧୨୮୧୦୯୧୧୫, ୯୮୯୧୨୮୧୦୯୧୦୯, ୯୮୯୧୨୮୧୦୯୧୦୯ ଏବଂ ୯୮୯୯୩୨୧୭୯୩୫୯ ନମ୍ବରରେ ଯୋଗାଯୋଗ କରିପାରିବେ । ଇମେଲ୍ ଆଇଡି [email protected] ମାଧ୍ୟମରେ ମଧ୍ୟ ଯୋଗାଯୋଗ କରାଯାଇପାରିବ । ଗତକାଲି ରାତିରେ, ସରକାର ଇରାନରେ ଥିବା ଭାରତୀୟମାନଙ୍କୁ ୪୮ ଘଣ୍ଟା ପାଇଁ ସୁରକ୍ଷିତ ସ୍ଥାନରେ ରହିବାକୁ ନିର୍ଦ୍ଦେଶ ଦେଇ ଏକ ପରାମର୍ଶ ମଧ୍ୟ ଜାରି କରିଥିଲେ।
-
ଦିଲ୍ଲୀ ଗଲେ ନବୀନ ପଟ୍ଟନାୟକ -
ମେଟ୍ରୋ ପ୍ରକଳ୍ପ ବନ୍ଦ ନିଷ୍ପତ୍ତିର ପୁନର୍ବିଚାର ହେବ କି ? ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା -
ଘୋଷିତ ବିଦ୍ୟୁତ କାଟ୍ ନେଇ ମୁଖ୍ୟମନ୍ତ୍ରୀଙ୍କ ଚରମବାଣୀ, ଲାଇନ୍ କାଟିଲେ ଯାଇପାରନ୍ତି ଜେଲ୍ -
ଆଉ ସମ୍ଭାବନାର ରାଜ୍ୟ ନୁହେଁ , ଓଡିଶା ଏବେ ସମୃଦ୍ଧିର ସ୍ପର୍ଶ ଅନୁଭବ କରୁଛି- ମୁଖ୍ୟମନ୍ତ୍ରୀ -
ଆଜିଠୁ ମା' ତାରିଣୀଙ୍କ ଚଇତି ପର୍ବ, ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ -
ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଗ୍ୟାସ୍ ସିଲିଣ୍ଡର୍ -
କାଳବୈଶାଖୀ ତାଣ୍ଡବରୁ ମିଳିବ ଆଶ୍ୱସ୍ତି, ୧୨ରୁ ପାରଦ ଉପରମୁହାଁ -
Adani Group ମାମଲାରେ ନୂଆ ମୋଡ଼—US କୋର୍ଟ ଦେଲା ପ୍ରି-ମୋସନ୍ କନ୍ଫରେନ୍ସକୁ ଗ୍ରୀନ୍ ସିଗ୍ନାଲ -
ପଛକୁ ହଟିଲେ ଟ୍ରମ୍ପ: ୨ ସପ୍ତାହ ପାଇଁ ଯୁଦ୍ଧ ବିରାମ କରିବାକୁ ରାଜି ହେଲେ ଆମେରିକା-ଇରାନ -
ପାକିସ୍ତାନ ବିଶ୍ୱାସଯୋଗ୍ୟ ନୁହେଁ : ଯୁଦ୍ଧ ଭିତରେ ଇସ୍ରାଏଲ ଓ ଇରାନ ମୁହଁରେ ଭାରତର ପ୍ରଶଂସା ! -
IPL 2026: ଆଜି ବେଙ୍ଗାଲୁରୁକୁ ଭେଟିବ ରାଜସ୍ଥାନ, ଶୀର୍ଷ ସ୍ଥାନ ପାଇଁ ଲଢ଼େଇ -
Karan Adani ଙ୍କ ବଡ଼ ଘୋଷଣା; ଓଡ଼ିଶାରେ ₹33,000 କୋଟିର ମେଗା ନିବେଶ, ଅନେକ ନୂତନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ









Click it and Unblock the Notifications