ଉପମୁଖ୍ୟମନ୍ତ୍ରୀଙ୍କ ବାସ ଭବନରେ ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ
ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ବାସ ଭବନରେ ବସିଛି ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତରୁଣ ଚୁଗ ଉପସ୍ଥିତ ଅଛନ୍ତି ।

ସଂଗଠନ ସମ୍ପାଦକ ମାନସ ମହାନ୍ତି, ପୂର୍ବତନ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଅଛନ୍ତି । ବିଭିନ୍ନ ବୋର୍ଡ ଏବଂ ନିଗମ ନିଯୁକ୍ତି ନେଇ ଚାଲିଛି ମାନସ ମନ୍ଥନ । ୧୪ ତାରିଖରେ ମଧ୍ୟ ରାଜ୍ୟ କାର୍ଯ୍ୟାଳୟରେ କୋର କମିଟି ବୈଠକରେ ଯୋଗ ଦେଇ ଶୀଘ୍ର ନିଯୁକ୍ତି ନେଇ ଗୁରୁତ୍ୱ ଦେଇଛନ୍ତି ତରୁଣ ଚୁଗ ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications