Odisha News: nbsp; nbsp;ଆଜି ବସିବ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ । nbsp;ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟାରେ ବସିବ କ୍ୟାବିନେଟ୍ ବୈଠକ । ବିଭିନ୍ନ ବଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜି ପାରେ ମୋହର । nbsp;