କେନ୍ଦ୍ର ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ;ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ସ୍ଥାନ ପାଇବ ପିପିଲି ଚାନ୍ଦୁଆ
ଏଣିକି ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ। ପିପିଲି ଚାନ୍ଦୁଆକୁ ନେଇ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର।

ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ସ୍ଥାନ ପାଇବ ପିପିଲି ଚାନ୍ଦୁଆ। ଦେଶର ସାତ ଆଞ୍ଚଳିକ ସାଂସ୍କୃତିକ କେନ୍ଦ୍ର ଚାନ୍ଦୁଆର ପ୍ରସାର ପାଇଁ କାମ କରିବେ। ରବିବାର ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ।












Click it and Unblock the Notifications