ରଥଯାତ୍ରା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ
Puri Ratha Yatra: ପୁରୀ ରଥଯାତ୍ରା ଶୃଙ୍ଖଳିତ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ । ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାରେ ସମୟରେ ଯେପରି କୌଣସି ତ୍ରୁଟି ନହୁଏ ସେଥି ପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ସଚିବ । ଟ୍ରାଫିକ୍ ପରିଚାଳନା ପାଇଁ ବିଭିନ୍ନ ସ୍ଥାନରେ ସିସିଟିଭି, ପାର୍କିଂ ବ୍ୟବସ୍ଥା କରାଯାଇଛି ।













Click it and Unblock the Notifications