ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ଲାଗିପାରେ ମୋହର
ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୋଟ ୧୧ଟି ପ୍ରସ୍ତାବ ଉପରେ ଲାଗିପାରେ ମୋହର । ଅପରାହ୍ଣ ୫ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ।
ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୋଟ ୧୧ଟି ପ୍ରସ୍ତାବ ଉପରେ ଲାଗିପାରେ ମୋହର । ଅପରାହ୍ଣ ୫ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ ।

ବିଶେଷକରି ମହିଳା ଏବଂ ଶିଶୁ ବିକାଶ, ଜାତି ଏବଂ ଜନଜାତି ବିଭାଗ ଉପରେ ଅଧିକ ନଜର ରହିବ । ମହିଳା ଏବଂ ଶିଶୁ ବିକାଶ, ଜାତି ଏବଂ ଜନଜାତି ବିଭାଗ, ପାନୀୟ ଜଳ ଯୋଗାଣ ସହ ଗତ ବିଧାନସଭା ଅଧିବେଶନରେ ପାରିତ ହୋଇଥିବା ବିଲ ଉପରେ ମୋହର ବାଜିପାରେ । ମୁଖ୍ୟମନ୍ତ୍ରୀ ନବୀନ ନିବାସ ଓ ଅନ୍ୟ କ୍ୟାବିନେଟ ମନ୍ତ୍ରୀ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ବୈଠକରେ ଉପସ୍ଥିତ ରହିବେ ।












Click it and Unblock the Notifications