Get Updates
Get notified of breaking news, exclusive insights, and must-see stories!

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ; ୮ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟାରେ କ୍ୟାବିନେଟ ବୈଠକ ବସିବ । ଏଥିରେ ବିଭିନ୍ନ ବିଭାଗର ୮ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ମୋହର ବାଜିବ ବୋଲି ଜଣାପଡ଼ିଛି । ନୂଆପଡ଼ା ଉପନିର୍ବାଚନ ପାଇଁ ଲାଗୁଥିବା ଆଚରଣବିଧି ହଟିବା ପରେ ଏହା ପ୍ରଥମ କ୍ୟାବିନେଟ ବୈଠକ ହେବ । ବୈଠକରେ କିଛି ବଡ଼ ଘୋଷଣା ହୋଇପାରେ ।

Important meeting of state cabinet to be held today
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+