Get Updates
Get notified of breaking news, exclusive insights, and must-see stories!

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଆଜି ରାଜ୍ୟ କ୍ୟାବିନେଟ୍ । ପୂର୍ବାହ୍ନରେ ଲୋକସେବା ଭବନରେ ଚତୁର୍ଥ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ‌ରେ ବହୁ ଗୁରୁତ୍ଵପୂର୍ଣ୍ଣ ବିଷୟରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି । ଆଜି ଦିନ ୧୧ଟା ୩୦ରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ ।

state cabinet

ବିଶେଷ କରି ରତ୍ନଭଣ୍ଡାର ମରାମତି ନେଇ ଏସଓପି ସହିତ ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଉପରେ କ୍ୟାବିନେଟ୍ ମୋହର ଲାଗିବ। ବିଶେଷ କରି ଆୟୁଷ୍ମାନ୍ ଯୋଜନା ସହିତ ବଜେଟ୍ ରେ ପ୍ରସ୍ତାବିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା , ପାନୀୟ ଜଳ ଯୋଗାଣ ପାଇଁ ଧାର୍ଯ୍ୟ ଅବଧି ଏବଂ ଅର୍ଥ ଆବଣ୍ଟନ ସହିତ ଏବେ ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟ ଭଳି ପ୍ରସଙ୍ଗରେ କ୍ୟାବିନେଟରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+