Get Updates
Get notified of breaking news, exclusive insights, and must-see stories!

ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ: ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଆସନ୍ତାକାଲି ରାଜ୍ୟକ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ମୋହନ ମାଝୀଙ୍କ ସରକାରର ଏହା ଚତୁର୍ଥ କ୍ୟାବିନେଟ ବୈଠକ ବସିବ । କିଛି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର ।

cm mohan majhi

ବୁଧବାର ଦିନ ୧୧ ଟା ୩୦ ସମୟରେ ଲୋକସେବା ଭବନରେ ବସିବ ମୋହନ ସରକାରଙ୍କ ଚତୁର୍ଥ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ଆଜିର କ୍ୟାବିନେଟ୍ ବୈଠକ। ଶ୍ରୀମନ୍ଦିର ରନୁଭଣ୍ଡାର ମରମତି ଏସ୍ଓପି ଏବଂ ସୁଭଦ୍ରା ରୂପରେଖ ଉପରେ ଆଲୋଚନା ହୋଇପାରେ । ଏଥୁସହିତ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଉପରେ ଲାଗିପାରେ କ୍ୟାବିନେଟ ମୋହର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+