ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର
ଶନିବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୬ଟାରେ ବସିବ ରାଜ୍ୟ କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଶନିବାର ବସିବାକୁ ଥିବା କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ନିବାର ସଂଧ୍ୟା ୬ଟା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ । ତେବେ ବୈଠକରେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଯାହା ମିଳିଥିବା ସୂଚନା ଅନୁସାରେ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରାଜ୍ୟ କ୍ୟାବିନେଟ୍ରେ ମୋହର ଲାଗିପାରେ ।












Click it and Unblock the Notifications