ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ।ଅପରାହ୍ଣ ୫ଟାରେ ଲୋକସଭା ଭବନ ସମ୍ମିଳନୀ କକ୍ଷରେ ବୈଠକ । ବୈଠକରେ ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ଆସିପାରେ। ମୁଖ୍ୟତଃ ରାଜସ୍ୱ, ପୂର୍ତ୍ତ, ଜଳସଂପଦ ବିଭାଗର ପ୍ରସ୍ତାବ ଅଛି ।

state cabinet

ସେହିପରି ଅଗଷ୍ଟ ୧୩ରେ ବସିଥିବା କ୍ୟାବିନେଟ ବୈଠକରେ ୬ ବିଭାଗର ୭ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଥିଲା । ସମବାୟ ବିଭାଗର ହେବ ମଡେଲ ମଣ୍ଡି । ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ପାଇଁ ଖର୍ଚ୍ଚ ହେବ ୩ଶହ କୋଟି ଟଙ୍କା । ମଣ୍ଡିରେ ଗୋଦାମ, ଶୌଚାଳୟ, ଟ୍ରକ ପାର୍କିଂ ଆଦି ସୁବିଧା ରହିବ । ଦ୍ବିତୀୟ ପର୍ଯ୍ୟାୟରେ ୬୮ଟି ମଣ୍ଡି ହେବ । ସେହିପରି ବିମାନ ସେବା କ୍ଷେତ୍ରରେ ଓଡ଼ିଶା ହେବ ଆଞ୍ଚଳିକ ହବ । ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+