ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ ଜଳ ଅଛି ; ପଞ୍ଚାୟତିରାଜ ମନ୍ତ୍ରୀ

ବିଧାନସଭାରେ ପୂର୍ବ ସରକାରକୁ ଟାର୍ଗେଟ୍‌ କଲେ ପଞ୍ଚାୟତିରାଜ ମନ୍ତ୍ରୀ । ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ୍‌ କଲେ। ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ ଜଳ ଅଛି । ୨୦୨୪ ଜୁନ୍ ସୁଦ୍ଧା ବିଜେଡି ୩ଟି ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ କରିଥିଲେ । ଆମେ ୧୭ ମାସରେ ୨୨ଟି ପ୍ରକଳ୍ପ ସମ୍ପୂର୍ଣ୍ଣ କରିଛୁ ବୋଲି କହିଛନ୍ତି ରବି ନାଏକ । ବିଜେଡି ୧୬ଟି ସିଭିଲ୍ ପ୍ରୋଜେକ୍ଟ କରିଥିଲା, ଆମେ ୬୬ଟି ସମ୍ପୂର୍ଣ୍ଣ କରିଛୁ' । ୩୭୩୩ଟି ସୋଲାର ପ୍ରୋଜେକ୍ଟ ଶେଷ କଲେ, ଆମେ ୨୭୦୨ ପ୍ରୋଜେକ୍ଟ ସାରିଛୁ ।

rabi naik
ହର ଘର ଜଳ ଯୋଜନାରେ ୬୦୩୨ ପ୍ରୋଜେକ୍ଟ ସାରିଥିଲେ, ଆମେ ୪୭୯୧ କରିଛୁ' । ୨୮,୩୫୦ ନଳକୂପ ବିଜେଡି କରିଥିଲେ, ଆମେ ୨୨,୯୬୪ଟି କରିଛୁ । ପିଏମ ଗତି ଶକ୍ତିରେ ବିଜେପି ୭୧ ହଜାର କିମି ପାଇପ୍ ଲାଇନ ବିଛାଇଛି' ବୋଲି କହିଛନ୍ତି ମନ୍ତ୍ରୀ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+