ବଦଳିବ ବ୍ରହ୍ମପୁର ସମୀକରଣ, ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଆଗରେ
ସମସ୍ତଙ୍କ ନଜର ଓଡ଼ିଶାର ଚର୍ଚ୍ଚିତ ଲୋକସଭା ଆସନ ବ୍ରହ୍ମପୁର ଉପରେ । ସେଠାରେ ଏବେ ବିଜେଡି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କ ଠାରୁ ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଆଗରେ ।

ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍ ଗଣତି ଜାରି ରହିଛି। ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଆଗରେ ଅଛନ୍ତି। ପ୍ରଦୀପ ପାଣିଗ୍ରାହୀ ୮୦,୧୯୭୩ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ୫୬,୦୯୧ ଖଣ୍ଡ ଭୋଟ୍ ପାଇଛନ୍ତି। ତେବେ ପ୍ରଦୀପ ଭୃଗୁଙ୍କଠାରୁ ୨୪,୧୮୨ ଖଣ୍ଡ ଭୋଟ୍ରେ ଆଗୁଆ ଅଛନ୍ତି।












Click it and Unblock the Notifications