ପାରୀଦୀପ ବନ୍ଦରରେ ଅଘଟଣ; ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ

ପାରୀଦୀପ ବନ୍ଦରରେ ଅଘଟଣ । ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ । ଜଣେ ସଦସ୍ୟଙ୍କୁ ଉଦ୍ଧାର କରାଯାଇଛି, ଅନ୍ୟ ଜଣେ ନିଖୋଜ । ବନ୍ଦରର ୫ ନମ୍ବର ଗେଟ୍ ନିକଟରେ ଥିବା ପିଆଇସିଟି ବର୍ଥରେ ଅଘଟଣ ଘଟିଛି । ଉଦ୍ଧାର କାର୍ଯ୍ୟରେ CISF, ମେରାଇନ ପୋଲିସ, ସ୍କୁବା ଡ୍ରାଇଭର ଓ କୋଷ୍ଟଗାର୍ଡ ନିୟୋଜିତ ଅଛନ୍ତି । ଜାହାଜ ବର୍ଥ ଛାଡ଼ିବା ପରେ ସିଡ଼ି କାଢୁଥିଲେ ଜାହାଜ କର୍ମଚାରୀ । ଫଳରେ ଅସାବଧାନତା ଯୋଗୁଁ ଖସି ପଡ଼ିଥିବା ସୂଚନା ମିଳିଛି ।

Incident at Paradeep port
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+