ନୂଆପଡ଼ାରେ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ଚଢାଉ

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡ଼ି ନେତାଙ୍କ ଘରେ ଆୟକର ବିଭାଗର ଚଢ଼ଉ । ଉପନିର୍ବାଚନ ପୂର୍ବରୁ ବିଜେଡ଼ି ନେତା ମନୋଜ ମିଶ୍ରଙ୍କ ଘରେ ଆୟକରୁ ବିଭାଗ ଚଢ଼ାଉ କରିଛି । ବିଜେଡ଼ି ରାଜ୍ୟ ସାଧାରଣ ସମ୍ପାଦକ ମନୋଜ ମିଶ୍ରଙ୍କ କୋମନା ସ୍ଥିତ ବାସଭବନରେ ଆୟକର ବିଭାଗର ଚଢ଼ଉ ଜାରି ରଖିଛି । ମନୋଜ ପୂର୍ବରୁ କୋମନା ବ୍ଲକ୍ର ଅଧ୍ୟକ୍ଷ ସହ ନୂଆପଡ଼ା ଜିଲା ସଭାପତି ଥିଲେ । ନୂଆପଡ଼ା ଉପନିର୍ବାଚନ ପାଇଁ ଟିକେଟ୍‌ର ପ୍ରମୂଖ ଦାବିଦାର ଥିଲେ ମନୋଜ ।

BJD
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+