ବଢ଼ିଲା ସୁରକ୍ଷା ; ଶିମିଳିପାଳ ଅଭୟାରଣ୍ୟକୁ ଜଗିବେ ପୋଲିସ
ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି।

ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ପୁଲିସ ମୁତୟନ କରାଯିବା ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମୟୂରଭଞ୍ଜ ଏସପି ପ୍ରକାଶ କରିଛନ୍ତି।












Click it and Unblock the Notifications