Get Updates
Get notified of breaking news, exclusive insights, and must-see stories!

ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ: ମାଗଣାରେ ମିଶନ ଶକ୍ତି ବାଣ୍ଟିବେ ଜାତୀୟ ପତାକା

ସ୍ୱାଧୀନତା ର ୭୫ତମ ପୂର୍ତ୍ତି ଉତ୍ସବ ଅବସରରେ ଓଡିଶା ବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇ ଦେବାକୁ ରାଜ୍ୟ ସରକାର ନେଇଛନ୍ତି ଅଭିନବ ନିଷ୍ପତ୍ତି । ରାଜ୍ୟବାସୀଙ୍କୁ ମାଗଣାରେ ପତାକା ଯୋଗାଇ ଦେବାକୁ ଦାୟିତ୍ୱ ଦିଆଯାଇଛି ମିଶନ ଶକ୍ତିକୁ ।

ଭୁବନେଶ୍ୱର: ସାରା ଦେଶ ଚଳିତ ବର୍ଷ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବାକୁ ଯାଉଛି । ଏଥିପାଇଁ ଦେଶ ବାସୀଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖା ଦେଇଛି । ସରକାରୀ ଓ ବେସରକାରୀ ସ୍ତରରେ ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି । ସ୍ୱାଧୀନତା ର 75ତମ ପୂର୍ତ୍ତି ଉତ୍ସବକୁ ଭବ୍ୟ ଭାବେ ପାଳନ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି ।

independence day

ସ୍ୱାଧୀନତା ର ୭୫ତମ ପୂର୍ତ୍ତି ଉତ୍ସବ ଅବସରରେ ଓଡିଶା ବାସୀଙ୍କୁ ମାଗଣାରେ ଜାତୀୟ ପତାକା ଯୋଗାଇ ଦେବାକୁ ରାଜ୍ୟ ସରକାର ନେଇଛନ୍ତି ଅଭିନବ ନିଷ୍ପତ୍ତି । ରାଜ୍ୟବାସୀଙ୍କୁ ମାଗଣାରେ ପତାକା ଯୋଗାଇ ଦେବାକୁ ଦାୟିତ୍ୱ ଦିଆଯାଇଛି ମିଶନ ଶକ୍ତିକୁ । ସୂଚନା ଯୋଗ୍ୟ ଯେ, ମିଶନ ଶକ୍ତିର ମା ମାନେ 30 ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କରିଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ସେମାନଙ୍କୁ ଅନୁଦାନ ଯୋଗାଇ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+