ଭାରତ ବର୍ତ୍ତମାନ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି: ମୁଖ୍ୟମନ୍ତ୍ରୀ

ଭାରତର ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂସ୍କୃତିରେ 'ସିନ୍ଦୂର'କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି। ଭାରତ ବର୍ତ୍ତମାନ କେବଳ ପ୍ରତିରକ୍ଷା କରୁନାହିଁ ବରଂ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି। ଆମେ ସେନାର ସାହସକୁ ନମନ କରୁଛୁ। ଆମେ ସେନା ସହିତ ଅଛୁ। ଆମେ ସେନାର ବିଜୟରେ ବିଶ୍ୱାସ କରୁଛୁ। ଜୟ ହିନ୍ଦ। ଭାରତ ମାତାକୀ ଜୟ।

Chief Minister mohan majhi

ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୬ତମ ଦିନରେ, ଭାରତ 'ଅପରେସନ୍ ସିନ୍ଦୂର' ମାଧ୍ୟମରେ ଏହି ଆକ୍ରମଣର କଡ଼ା ଜବାବ ଦେଇଛି। ଏହା ସହିତ, ଭାରତ ବୁଧବାର ସକାଳେ ଆମେରିକା, ରୁଷିଆ ଏବଂ ବ୍ରିଟେନ ସମେତ ଅନେକ ପ୍ରମୁଖ ଦେଶକୁ 'ଅପରେସନ୍ ସିନ୍ଦୂର' କାର୍ଯ୍ୟ ବିଷୟରେ ସୂଚନା ଦେଇଛି। ଏଥିରେ ୩୦୦ର ଅଧିକ ଆତଙ୍କୀ ନିହତ ହୋଇଥିବା କୁହାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+