ପୁରୀ ସମୁଦ୍ରରେ ବେଳାଭୂମିରେ ପହଞ୍ଚିଲା ୮ଟି ଯୁଦ୍ଧ ଟ୍ୟାଙ୍କର
Indian Navy To Showcase: ପୁରୀରେ ନୌସେନା ଦିବସ ପାଇଁ ପ୍ରସ୍ତୁତି ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଭାରତୀୟ ସ୍ଥଳ ସେନାରେ ୮ଟି ଯୁଦ୍ଧ ଟ୍ୟାଙ୍କର ମଧ୍ୟ ପୁରୀ ବେଳାଭୂମିରେ ପହଞ୍ଚିଛି । ବି ଏମ ପି ନାମକ ଟ୍ୟାଙ୍କର ମଧ୍ୟ ପ୍ରଦର୍ଶରେ ସାମିଲ ହେବ । ପୁରୀ ବ୍ଲୁ ଫ୍ଲାଗ ବିଚରେ ସ୍ୱତନ୍ତ୍ର ଏନକ୍ଲୋଜର ପ୍ରସ୍ତୁତ ରହିଛି । ଏହି କାର୍ଯ୍ୟକ୍ରମ ପାଇଁ ୭ ହଜାର ୫୦୦ ଅତିଥିଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ଏହି କାର୍ଯ୍ୟକ୍ରମ ପାଇଁ ଏୟାର ଟ୍ରାଫିକ କଣ୍ଟ୍ରୋଲ ସହ କଣ୍ଟ୍ରୋଲ ୟୁନିଟ ମଧ୍ୟ ପ୍ରସ୍ତୁତ ରହିଛି । ଦର୍ଶକ ମାନେ ପେଣ୍ଠକଟା ଠାରୁ ଷ୍ଟର୍ଲିଂ ହୋଟେଲ ପର୍ଯ୍ୟନ୍ତ ବେଳାଭୂମିରେ ଏହି ଅପରେଶନାଲ ଡେମୋ ଶୋ ଦେଖିପାରିବେ ।

More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications