କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁ ପ୍ରସଙ୍ଗରେ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଗଭୀର ଶୋକ ପ୍ରକାଶ ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ । ଥଣ୍ଡା ଜ୍ବରରେ ଆକ୍ରାନ୍ତ ସାଲିଆ ସାହିର ଶିଶୁପୁତ୍ରର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଥିଲେ ପରିବାର ।

mohan charan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+