ଭିତରକନିକାରେ ଆରମ୍ଭ ହେଲା କୁମ୍ଭୀର ଗଣନା, ୨୨ ଟି ସାମିଲ

ଭିତରକନିକାରେ ଆଜିଠୁ ଆରମ୍ଭ ହୋଇଛି ବଉଳା କୁମ୍ଭୀର ଗଣନା। ଭିତରକନିକା ସମେତ ରାଜନଗର ବନଖଣ୍ଡ ଅଧୀନ ୫ଟି ରେଞ୍ଜର ନଦୀ ନାଳରେ ଥିବା କୁମ୍ଭୀର ମାନଙ୍କୁ ଗଣନା କରାଯାଉଛି। ବନବିଭାଗ ତରଫରୁ ୨୨ଟି ଟିମ ଗଠନ କରାଯାଇଛି ।

crocodile

ପ୍ରତି ଟିମରେ ୭ରୁ ୮ ଜଣ ଲେଖାଏଁ ବନ କର୍ମଚାରୀ ଅଛନ୍ତି। ପ୍ରାଣୀ ବୈଜ୍ଞାନିକ ମାନଙ୍କୁ ମଧ୍ୟ ଗଣନା କାର୍ଯ୍ୟରେ ସାମିଲ କରାଯାଇଛି । ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଡ଼କ୍ଟର ସୁଧାକରଙ୍କ ନେତୃତ୍ୱରେ ଏହି ଗଣନା କାର୍ଯ୍ୟ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+