Get Updates
Get notified of breaking news, exclusive insights, and must-see stories!

କାଚ ବୋତଲରେ ବଦଳରେ ଫ୍ରୁଟି ଭଳି ମୋଟା କାଗଜ ଖୋଳରେ ମିଳିବ ମଦ

ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି, କାଚ ବୋତଲ ବଦଳରେ ଫ୍ରୁଟି ଭଳି ମୋଟା କାଗଜ ଖୋଳରେ ଏଣିକି ମଦ ମିଳିବ। କାଚ ବୋତଲ ପରିବର୍ତ୍ତେ ଟେଟ୍ରା ପ୍ୟାକ୍‌ ବ୍ୟବହାର କରାଯିବ। ଯାହା ପରିବେଶ ସୁରକ୍ଷା ପାଇଁ ଅନୁକୂଳ ଅଟେ। ସରକାର କାଚ ବୋତଲର ପୁନଃ ବ୍ୟବହାର ପାଇଁ ଉତ୍ସାହିତ କରୁଥିବା ମନ୍ତ୍ରୀ କହିଛନ୍ତି।

liquor

ରାଜ୍ୟରେ କ୍ରମାଗତ ଭାବେ ମଦ ବିକ୍ରି ବଢ଼ି ଚାଲିଛି। ୧୦ ମାସରେ ୬ହଜାର ୫୬୯ କୋଟି ଟଙ୍କାର ରାଜ୍ୟବାସୀମଦ ପିଇଛନ୍ତି। ୨୦୨୩-୨୪ରେ ମଦ ବିକ୍ରିରୁ ୭ ହଜାର ୨୧୬ କୋଟି ରାଜସ୍ୱ ଆଦାୟ ହୋଇଥିବାବେଳେ ୨୦୨୪-୨୫ରେ ୮ ହଜାର ୧୯୫ କୋଟିର ରାଜସ୍ୱ ଆଦାୟ ହୋଇଥିବା ମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+