ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଷଣ ପାଇଁ ନିର୍ଦ୍ଦେଶ, ନହେଲେ କଡା କାର୍ଯ୍ୟନୁଷ୍ଠାନ

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ୍‌ । ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କମିଶନରଙ୍କ ତାଗିଦ । ଐତିହାସିକ ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଷଣ ପାଇଁ ନିର୍ଦ୍ଦେଶ । ନିୟମ ଉଲ୍ଲଘଂନ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଗାଇଡଲାଇନ ଅନୁସାରେ ପରିବେଷଣ ପାଇଁ ସବୁ ଯାତ୍ରା କମିଟିଙ୍କୁ ଅବଗତ କରାଯାଇଥିବା କହିଛନ୍ତି BMC କମିଶନର ରାଜେଶ ପ୍ରଭାକାର ପାଟିଲ ।

Khadgiri Mela

କିଛିଦିନ ପୂର୍ବରୁ ଭଦ୍ରକରେ ଏଭଳି ଏକ ଘଟଣା ଘଟିଥିଲା । ଯାତ୍ରାରେ ଅଶ୍ଲୀଳ ନାଚକୁ ବିରୋଧ ହୋଇଥିଲା । ଯାତ୍ରାରେ ମେଲୋଡି ମଝିରେ ଜୋତା ଫିଙ୍ଗିଥିଲେ ମହିଳା । କିଛି ସମୟ ପାଇଁ ଯାତ୍ରା ବନ୍ଦ ହୋଇଥିଲା । କାଳୀପୂଜା ଉପଲକ୍ଷେ ଭଦ୍ରକ ଜିଲ୍ଲାରେ ଯାତ୍ରା ପରିବେଷଣ ହେଉଥିଲା । ବେଶ କିଛି ସମୟ ପାଇଁ ବନ୍ଦ ହୋଇଥିଲା ଯାତ୍ରା ଆୟୋଜକ କମିଟି ସଦସ୍ୟ ବହୁ ବୁଝାସୁଝା ପରେ ଯାତ୍ରା ଆୟୋଜିତ ହୋଇଥିଲା ।

ସୂଚନା ଥାଉକି ମଙ୍ଗଳବାରଠୁ ଆରମ୍ଭ ହେବ ଖଣ୍ଡଗିରି କୁମ୍ଭମେଳା । ଏହି ଅବସରରେ ସକାଳୁ ଖଣ୍ଡଗିରି ଉଦୟଗିରି ମେଳା ପ୍ରସ୍ତୁତି ବୁଲି ଦେଖିଛନ୍ତି ବିଏମସି କମିଶନର । ସେ କହିଛନ୍ତି ଖଣ୍ଡଗିରିରେ ବଳବତ୍ତର ରହିବ ପରିମଳ ବ୍ୟବସ୍ଥା । ସ୍ଥାୟୀ ଆଲୋକିକରଣ, ପାନୀୟ ଜଳକୁ ଅଧିକ ଗୁରୁତ୍ୱ ଦିଆଯିବ । ପାଞ୍ଚକୁଣ୍ଡର ଖୁବ ଶୀଘ୍ର ହେବ ପୁନର ଉଦ୍ଧାର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+