ପେଣ୍ଟାଗ୍ରାଫ୍ ଅଚଳ ଯୋଗୁଁ ଅଟକିଲା ଇଣ୍ଟର୍‌ସିଟି ଓ ହୀରାଖଣ୍ଡ ଏକ୍ସପ୍ରେସ୍ ଟ୍ରେନ୍

ପୁଣ ଅଟକିଲା ଟ୍ରେନ୍ । ଅଚଳ ହେଲା ପେଣ୍ଟୋଗ୍ରାଫ୍ । ଅଟକିଛି ଇଣ୍ଟରସିଟି ଓ ହୀରାଖଣ୍ଡ ଏକ୍ସପ୍ରେସ୍ । ରାଉରକେଲାରୁ ଜଗଦଳପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସର ଇଞ୍ଜିନର ପେଣ୍ଟୋଗ୍ରାଫ୍ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହୋଇଛି ।

-trains

କେ.ଆର ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଆଜି ଭୋରରୁ ଏପରି ହୋଇଥିବା ଜଣାପଡିଛି । ଇଣ୍ଟରସିଟି ଏକ୍ସପ୍ରେସ ଲେଲିଗୁମ୍ମା ରାଉଳି ମଧ୍ୟରେ ଅଟକି ରହିଥିବା ବେଳେ ଭୁବନେଶ୍ବରରୁ ଜଗଦଲପୁର ଯାଉଥିବା ଲେଲିଗୁମା ଠାରେ ଅଟକିଛି । ବିଦ୍ୟୁତ ଲାଇନ ସହ ଟ୍ରେନ୍ କୁ ସଂଯୋଗ କରିଥାଏ ପେଣ୍ଟୋଗ୍ରାଫ୍ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+